ମାର୍କ 7:28 - ପବିତ୍ର ବାଇବଲ (CL) NT (BSI)28 ସ୍ତ୍ରୀ ଲୋକଟି କହିଲା, “ଆଜ୍ଞା, କୁକୁରମାନେ ଟେବୁଲ୍ ତଳେ ଥାଇ ପିଲାଙ୍କର ଅଇଁଠା ଖାଇଥାଆନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)28 କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲା, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ତି ଗୁଣ୍ତା ଖାଆନ୍ତି। Viz kapitolaଓଡିଆ ବାଇବେଲ28 କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖାଆନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖାଆନ୍ତି। Viz kapitolaପବିତ୍ର ବାଇବଲ28 ସେ ସ୍ତ୍ରୀ ଲୋକଟି ଉତ୍ତର ଦେଲୋ, “ହେ ପ୍ରଭୁ, ତାହା ସତ୍ୟ, କିନ୍ତୁ ପିଲାମାନେ ଖାଉଥିବା ସମୟରେ ତଳକୁ ଖସି ପଡ଼ୁଥିବା ଖାଦ୍ୟର ଟିକି ଟିକି ଅଂଶତକ ଟେବୁଲ ତଳେ ଥିବା କୁକୁରମାନେ ମଧ୍ୟ ଖାଇ ଥା’ନ୍ତି।” Viz kapitola |