ମାର୍କ 7:33 - ପବିତ୍ର ବାଇବଲ (CL) NT (BSI)33 ଯୀଶୁ ତାକୁ ଏକାକୀ ଲୋକ ଗହଳିରୁ କିଛି ଦୂରକୁ ନେଇଗଲେ। ତା’ କାନରେ ଆଙ୍ଗୁଠି ଦେଇ, ଛେପ ପକାଇ ତା’ ଜିଭକୁ ଛୁଇଁଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିଭକୁ ଛୁଇଁଲେ, Viz kapitolaଓଡିଆ ବାଇବେଲ33 ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଆଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ, Viz kapitolaପବିତ୍ର ବାଇବଲ33 ଯୀଶୁ ସେ ଲୋକଟିକୁ ଭିଡ଼ଠାରୁ ଟିକିଏ ଦୂରକୁ ଗୋଟିଏ ପାଖକୁ ନେଇଗଲେ। ସେ ସେହି ଲୋକଟିର କାନ ଭିତରେ ନିଜ ଅଙ୍ଗୁଳିଗୁଡ଼ିକୁ ରଖିଲେ। ତା'ପରେ ସେ ଛେପ ପକାଇଲେ ଓ ଲୋକଟିର ଜିଭକୁ ଛୁଇଁଲେ। Viz kapitola |