ମାର୍କ 7:7 - ପବିତ୍ର ବାଇବଲ (CL) NT (BSI)7 ମୋତେ ଆରାଧନା କରିବା ସେମାନଙ୍କର ବୃଥା। କାରଣ ସେମାନେ ମଣିଷ ଗଢ଼ା ନିୟମକୁ Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି। Viz kapitolaଓଡିଆ ବାଇବେଲ7 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’ Viz kapitolaପବିତ୍ର ବାଇବଲ7 ସେମାନଙ୍କର ମୋ’ ପାଇଁ ଉପାସନା ନିରର୍ଥକ, କାରଣ ସେମାନେ ଲୋକଙ୍କୁ ତାହାଙ୍କ ସିଦ୍ଧାନ୍ତ ଭାବରେ ମନୁଷ୍ୟକୃତ ନିୟମ ମାନିବାକୁ ଉପଦେଶ ଦିଅନ୍ତି।’ Viz kapitola |