ମାର୍କ 8:2 - ପବିତ୍ର ବାଇବଲ (CL) NT (BSI)2 “ଏହି ଲୋକମାନେ ତିନି ଦିନ ହେଲା ମୋ’ ନିକଟରେ ଅଛନ୍ତି। ବର୍ତ୍ତମାନ ସେମାନଙ୍କ ପାଖରେ ଖାଇବା ପାଇଁ କିଛି ନ ଥିବାରୁ ମୋତେ ଦୁଃଖ ଲାଗୁଛି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ। Viz kapitolaଓଡିଆ ବାଇବେଲ2 ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ' ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ। Viz kapitolaପବିତ୍ର ବାଇବଲ2 “ଏ ଲୋକମାନଙ୍କ ପାଇଁ ମୋତେ ବଡ଼ ଦୁଃଖ ଲାଗୁଛି। ସେମାନେ ମୋ’ ସହିତ ତିନି ଦିନ ହେଲା ଅଛନ୍ତି। ଅଥଚ ବର୍ତ୍ତମାନ ସେମାନଙ୍କ ପାଖରେ ଖାଇବାକୁ କିଛି ନାହିଁ। Viz kapitola |