ମାର୍କ 8:29 - ପବିତ୍ର ବାଇବଲ (CL) NT (BSI)29 ଯୀଶୁ ସେମାନଙ୍କୁ ପଚାରିଲେ, “ଆଉ ତୁମ୍ଭେମାନେ କ’ଣ ଭାବୁଛ? ମୁଁ କିଏ, ଏ ବିଷୟରେ ତୁମେ କଅଣ କହୁଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ। Viz kapitolaଓଡିଆ ବାଇବେଲ29 ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ। Viz kapitolaପବିତ୍ର ବାଇବଲ29 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କ’ଣ କହୁଛ?” ପିତର ଉତ୍ତର ଦେଲେ, “ଆପଣ ଖ୍ରୀଷ୍ଟ।” Viz kapitola |