ମାର୍କ 8:32 - ପବିତ୍ର ବାଇବଲ (CL) NT (BSI)32 ଏହିସବୁ କଥା ଯୀଶୁ ଅତି ପ୍ରାଞ୍ଜଳ ଭାବରେ ଶିଷ୍ୟମାନଙ୍କୁ ବୁଝାଇ ଦେଲେ। ତେଣୁ ପିତର ତାଙ୍କୁ ଅନ୍ତରାଳକୁ ଡ଼ାକି ନେଇ ଅନୁଯୋଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଏହି କଥା ସେ ସ୍ପଷ୍ଟ ରୂପେ କହିଲେ। ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ32 ଏହି କଥା ସେ ସ୍ପଷ୍ଟରୂପେ କହିଲେ। ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହି କଥା ସେ ସ୍ପଷ୍ଟ ରୂପେ କହିଲେ। ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ32 ଯାହାସବୁ ଘଟିବ ସେ ସମସ୍ତ କଥା ଯୀଶୁ ସେମାନଙ୍କୁ କହିଦେଲେ। ସେ କିଛି ହେଲେ ଲୁଗ୍ଭଇ ରଖିଲେ ନାହିଁ। ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଅଲଗା ନେଇ ସେ ଏସବୁ କହିଥିବା ଯୋଗୁଁ ତାହାଙ୍କୁ ସମାଲୋଚନା କଲେ। Viz kapitola |