ମାର୍କ 8:38 - ପବିତ୍ର ବାଇବଲ (CL) NT (BSI)38 ଏହି ଈଶ୍ୱରବିମୁଖ ଯୁଗରେ ଯଦି କେହି ମୋ’ ପାଇଁ ଓ ମୋର ଶିକ୍ଷା ପାଇଁ ଲଜ୍ଜା ବୋଧ କରେ, ତେବେ ଈଶ୍ୱରଙ୍କ ଗୌରବରେ ପରିପୂର୍ଣ୍ଣ ହୋଇ ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ସ୍ୱର୍ଗଦୂତମାନଙ୍କ ସହିତ ପୁଣି ଥରେ ଆସିବେ, ସେ ମଧ୍ୟ ସେମାନଙ୍କ ଲାଗି ଲଜ୍ଜିତ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ଯେଣୁ ଯେକେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜା ବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜା ବୋଧ କରିବେ। Viz kapitolaଓଡିଆ ବାଇବେଲ38 ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।” Viz kapitolaପବିତ୍ର ବାଇବଲ38 ଏହି ଯୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ୟଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କେହି ଲୋକ ମୋ’ ନାମ ଓ ମୋ’ ଉପଦେଶ ଯୋଗୁଁ ଲଜ୍ଜା ବୋଧ କରେ ତେବେ ମନୁଷ୍ୟପୁତ୍ର ଯେତେବେଳେ ସ୍ୱର୍ଗ ଦୂତମାନଙ୍କ ସହିତ ନିଜ ପରମପିତାଙ୍କ ମହିମା ସହିତ ଆସିବେ, ସେତେବେଳେ ସେ ମଧ୍ୟ ସେହି ଲୋକ ଯୋଗୁଁ ଲଜ୍ଜା ବୋଧ କରିବେ।” Viz kapitola |