ମାର୍କ 8:4 - ପବିତ୍ର ବାଇବଲ (CL) NT (BSI)4 ଶିଷ୍ୟମାନେ ପଚାରିଲେ, “ଏହି ନିର୍ଜନ ସ୍ଥାନରେ ଏତେ ଲୋକଙ୍କୁ ଖୁଆଇବା ପାଇଁ ଆମେ କେଉଁଠୁ ଖାଦ୍ୟ ଯୋଗାଡ଼ କରିପାରିବୁ?” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜ୍ଜନ ସ୍ଥାନରେ କିଏ କେଉଁଠାରୁ ରୋଟୀ ଆଣି ଏମାନଙ୍କୁ ତୃପ୍ତ କରି ପାରିବ? Viz kapitolaଓଡିଆ ବାଇବେଲ4 ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରି ପାରିବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରିପାରିବ? Viz kapitolaପବିତ୍ର ବାଇବଲ4 ଯୀଶୁଙ୍କ ଶିଷ୍ୟମାନେ କହିଲେ, “ଆମ୍ଭେମାନେ ଏ ଜନହୀନ ଅଞ୍ଚଳରେ ଏମାନଙ୍କୁ ଖୁଆଇବା ପାଇଁ ଯଥେଷ୍ଟ ଖାଦ୍ୟ କୁଆଡ଼ୁ ପାଇ ପାରିବୁ?” Viz kapitola |