ମାର୍କ 8:7 - ପବିତ୍ର ବାଇବଲ (CL) NT (BSI)7 ସେମାନଙ୍କ ପାଖରେ କେତୋଟି ଛୋଟ ମାଛ ମଧ୍ୟ ଥିଲା। ସେଥିନିମନ୍ତେ ଈଶ୍ୱରଙ୍କୁ ସେ ଆଉ ଥରେ ଧନ୍ୟବାଦ ଦେଇ ତାହା ବିତରଣ କରିବା ପାଇଁ ଶିଷ୍ୟମାନଙ୍କୁ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ। Viz kapitolaଓଡିଆ ବାଇବେଲ7 ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ। Viz kapitolaପବିତ୍ର ବାଇବଲ7 ଶିଷ୍ୟମାନଙ୍କ ପାଖରେ ମଧ୍ୟ ଅଳ୍ପ କିଛି ଛୋଟ ମାଛ ଥିଲା। ଯୀଶୁ ମାଛ ପାଇଁ ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ତାହା ଲୋକଙ୍କ ଭିତରେ ବାଣ୍ଟି ଦେବାକୁ କହିଲେ। Viz kapitola |