ମାର୍କ 9:14 - ପବିତ୍ର ବାଇବଲ (CL) NT (BSI)14 ସେମାନେ ଅନ୍ୟ ଶିଷ୍ୟମାନଙ୍କ ନିକଟରେ ପହଞ୍ôଚବାବେଳେ, ସେଠାରେ ଅନେକ ଲୋକ ଜମା ହୋଇଥିଲେ ଏବଂ ସେହି ଶିଷ୍ୟମାନଙ୍କ ସହିତ କେତେକ ଧର୍ମଗୁରୁ ତର୍କ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି। Viz kapitolaଓଡିଆ ବାଇବେଲ14 ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି। Viz kapitolaପବିତ୍ର ବାଇବଲ14 ତା'ପରେ ଯୀଶୁ ପିତର, ଯାକୁବ ଓ ଯୋହନ ଅନ୍ୟ ଶିଷ୍ୟମାନଙ୍କ ପାଖକୁ ଗଲେ। ସେମାନେ ଦେଖିଲେ ଯେ, ଅନେକ ଲୋକ ସେମାନଙ୍କୁ ଘେରି ରହିଛନ୍ତି। ସେମାନଙ୍କ ସହିତ ଧର୍ମଶାସ୍ତ୍ରୀମାନେ ଯୁକ୍ତିତର୍କ କରୁଛନ୍ତି। Viz kapitola |