ମାର୍କ 9:20 - ପବିତ୍ର ବାଇବଲ (CL) NT (BSI)20 ପ୍ରେତାତ୍ମା ଯୀଶୁଙ୍କୁ ଦେଖିବାକ୍ଷଣି ବାଳକକୁ ଅଚେତ କରିଦେଇ ତଳେ କଚାଡ଼ି ଦେଲା ଏବଂ ପିଲାଟି ପାଟିରୁ ଫେଣ କାଢ଼ି ତଳେ ଗଡ଼ିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ। ପୁଣି, ତାହାଙ୍କୁ ଦେଖିବାମାତ୍ରେ ସେହି ଭୂତ ତାହାକୁ ଭୟଙ୍କରଭାବେ ମୋଡ଼ିପକାଇଲା ଓ ସେ ଭୂଇଁରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ20 ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ । ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂଇଁରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ। ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂମିରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ20 ତେଣୁ ଶିଷ୍ୟମାନେ ପିଲାକୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଦୁଷ୍ଟାତ୍ମା ଯୀଶୁଙ୍କୁ ଦେଖିବା ମାତ୍ରେ ପିଲାକୁ ଆକ୍ରମଣ କଲା। ସେହି ପିଲା ତଳେ ପଡ଼ିଯାଇ ଗଡ଼ିଗଲା। ତା’ ପାଟିରୁ ଫେଣ ବାହାରିଲା। Viz kapitola |