ମାର୍କ 9:29 - ପବିତ୍ର ବାଇବଲ (CL) NT (BSI)29 ଯୀଶୁ ଉତ୍ତର ଦେଲେ, “ଏହି ପ୍ରକାର ପ୍ରେତାତ୍ମାମାନଙ୍କୁ କେବଳ ପ୍ରାର୍ଥନାର ଶକ୍ତି ଦ୍ୱାରା ବାହାର କରି ଦିଆଯାଇ ପାରିବ - ଅନ୍ୟ ଉପାୟ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)29 ଯୀଶୁ ସେମାନଙ୍କୁ କହିଲେ, ପ୍ରାର୍ଥନା ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ। Viz kapitolaଓଡିଆ ବାଇବେଲ29 ସେ ସେମାନଙ୍କୁ କହିଲେ, ପ୍ରାର୍ଥନା ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେ ସେମାନଙ୍କୁ କହିଲେ, ପ୍ରାର୍ଥନା (ଏବଂ ଉପବାସ) ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ। Viz kapitolaପବିତ୍ର ବାଇବଲ29 ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ଏହି ପ୍ରକାରର ଦୁଷ୍ଟାତ୍ମାକୁ କେବଳ ପ୍ରାର୍ଥନା ମାଧ୍ୟମରେ ବାହାର କରାଯାଇପାରିବ।” Viz kapitola |