ମାର୍କ 9:31 - ପବିତ୍ର ବାଇବଲ (CL) NT (BSI)31 କାରଣ ଏହି ଅବସରରେ ଯୀଶୁ ଶିଷ୍ୟମାନଙ୍କୁ ବୁଝାଇ କହୁଥିଲେ, କିପରି ‘ମନୁଷ୍ୟପୁତ୍ର’ ଲୋକମାନଙ୍କ ହାତରେ ସମର୍ପିତ ହୋଇ ନିହତ ହେବେ, କିନ୍ତୁ କିପରି ତାଙ୍କ ମୃତ୍ୟୁର ତିନି ଦିନ ପରେ ସେ ପୁନରୁତ୍ôଥତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ। Viz kapitolaଓଡିଆ ବାଇବେଲ31 କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ। Viz kapitolaପବିତ୍ର ବାଇବଲ31 କାରଣ ସେ ନିଜ ଶିଷ୍ୟମାନଙ୍କୁ ଏକୁଟିଆ ଅଲଗା ଉପଦେଶ ଦେବାକୁ ଗ୍ଭହୁଁଥିଲେ। ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନଙ୍କ ହସ୍ତରେ ସମର୍ପଣ କରାଯିବ। ସେମାନେ ତାହାଙ୍କୁ ବଧ କରିବେ। କିନ୍ତୁ ମୃତ୍ୟୁର ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁତ୍ଥିତ ହେବେ।” Viz kapitola |