ମାର୍କ 9:33 - ପବିତ୍ର ବାଇବଲ (CL) NT (BSI)33 ସେମାନେ କପର୍ନାହୂମରେ ପହଞ୍ôଚ ଘରେ ପ୍ରବେଶ କରିବା ପରେ ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “ରାସ୍ତାରେ ଆସିବାବେଳେ ତୁମ୍ଭେମାନେ କେଉଁ ବିଷୟରେ ତର୍କବିତର୍କ କରୁଥିଲେ?” Viz kapitolaପବିତ୍ର ବାଇବଲ (Re-edited) - (BSI)33 ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ? Viz kapitolaଓଡିଆ ବାଇବେଲ33 ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ? Viz kapitolaପବିତ୍ର ବାଇବଲ33 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଆସିଲେ। ସେମାନେ ଗୋଟିଏ ଘର ଭିତରକୁ ଗଲେ। ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଆଜି ରାସ୍ତାରେ ଆସିବା ବେଳେ କେଉଁ ବିଷୟରେ ତୁମ୍ଭେମାନେ ଯୁକ୍ତିତର୍କ କରୁଥିଲ?” Viz kapitola |