ଫିଲୀମନ 1:13 - ପବିତ୍ର ବାଇବଲ (CL) NT (BSI)13 ଖ୍ରୀଷ୍ଟଙ୍କ ଶୁଭ ବାର୍ତ୍ତା ପ୍ରଚାର କରିବା ହେତୁ ମୁଁ ଏ ବନ୍ଦୀଶାଳାରେ ରହିଛି। ଏଠାରେ ଥିବା ଯାଏ ତୁମ ପରିବର୍ତ୍ତେ ତାକୁ ମୋ’ କାର୍ଯ୍ୟରେ ଲଗାଇବାକୁ ମୋର ଇଚ୍ଛା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା, Viz kapitolaଓଡିଆ ବାଇବେଲ13 ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା, Viz kapitolaପବିତ୍ର ବାଇବଲ13 ମୁଁ ବନ୍ଦୀ ଗୃହରେ ଥିବା ସମୟରେ ମୋତେ ସୁସମାଗ୍ଭର ପାଇଁ ସାହାଯ୍ୟ କରିବ ବୋଲି ତାହାକୁ ମୋ’ ସହିତ ରଖିବାକୁ ଗ୍ଭହୁଁଥିଲି। ମୋତେ ସାହାଯ୍ୟ କରିବା ଦ୍ୱାରା ସେ ତୁମ୍ଭର ସେବା କରିଥା’ନ୍ତା। Viz kapitola |