ଫିଲୀମନ 1:20 - ପବିତ୍ର ବାଇବଲ (CL) NT (BSI)20 ତେଣୁ ଭାଇ! ମୋ” ପରି ଜଣେ ଖ୍ରୀଷ୍ଟବିଶ୍ୱାସୀ ଭାଇକୁ ପ୍ରଭୁଙ୍କ ଲାଗି ଅନୁଗୃହୀତ କର - ଏହାଦ୍ୱାରା ମୁଁ ବିଶେଷ ଉତ୍ସାହିତ ହେବି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ଵାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ଵାସ ଦିଅ। Viz kapitolaଓଡିଆ ବାଇବେଲ20 ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ। Viz kapitolaପବିତ୍ର ବାଇବଲ20 ତେଣୁ ହେ ମୋର ଭାଇ! ପ୍ରଭୁଙ୍କଠାରେ ତୁମ୍ଭେ ମୋ’ ପାଇଁ କିଛି ଆବଶ୍ୟକୀୟ ବିଷୟ କର ବୋଲି, ମୁଁ କୁହେ। ଖ୍ରୀଷ୍ଟଙ୍କଠାରେ ମୋ’ ହୃଦୟକୁ ଆଶ୍ୱାସନା ଦିଅ। Viz kapitola |