ପ୍ରକାଶିତ 11:3 - ପବିତ୍ର ବାଇବଲ (CL) NT (BSI)3 ଚଟବସ୍ତ୍ର ପିନ୍ଧିଥିବା ମୋର ଦୁଇଜଣ ସାକ୍ଷୀଙ୍କୁ ମୁଁ ପଠାଇବି। ସେମାନେ ସେହି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ଯାଏ ଈଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ ପରିଧାନ କରି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ। Viz kapitolaଓଡିଆ ବାଇବେଲ3 ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ (ଅଖାର ବସ୍ତ୍ର) ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ। Viz kapitolaପବିତ୍ର ବାଇବଲ3 ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1,260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟଦ୍ବାଣୀ କହିବେ।” Viz kapitola |