ପ୍ରକାଶିତ 12:2 - ପବିତ୍ର ବାଇବଲ (CL) NT (BSI)2 ସେ ଆସନ୍ନପ୍ରସବା ଥିଲେ ଓ ପ୍ରସବ ଯନ୍ତ୍ରଣାରେ ଆର୍ତ୍ତନାଦ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ଗର୍ଭବତୀ ହୋଇ ପ୍ରସବବେଦନାରେ ଆର୍ତ୍ତସ୍ଵର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ। Viz kapitolaଓଡିଆ ବାଇବେଲ2 ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ। Viz kapitolaପବିତ୍ର ବାଇବଲ2 ସେହି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବେଦନାରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହୋଇଯାଇଥିଲା। Viz kapitola |