ପ୍ରକାଶିତ 12:6 - ପବିତ୍ର ବାଇବଲ (CL) NT (BSI)6 ଏବଂ ସେହି ନାରୀ ମରୁ ପ୍ରାନ୍ତରକୁ ପଳାୟନ କଲା। ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ଯାଏ ତା’ର ରହିବା ପାଇଁ ଈଶ୍ୱର ବ୍ୟବସ୍ଥା କରି ଦେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ପଳାୟନ କଲେ, ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ଵରଙ୍କ କର୍ତ୍ତୃକ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା। Viz kapitolaଓଡିଆ ବାଇବେଲ6 ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ୱରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ବରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା। Viz kapitolaପବିତ୍ର ବାଇବଲ6 ସେହି ସ୍ତ୍ରୀଲୋକଟି, ପରମେଶ୍ୱର ତା’ ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଗ୍ଭଲିଗଲା। ସେଠାରେ ତା'ର ଯତ୍ନ 1,260 ଦିନ ପର୍ଯ୍ୟନ୍ତ ନିଆଯିବ। Viz kapitola |