ପ୍ରକାଶିତ 13:16 - ପବିତ୍ର ବାଇବଲ (CL) NT (BSI)16 ଉଚ୍ଚନୀଚ, କ୍ରୀତଦାସ ବା ସ୍ୱାଧୀନ, ଧନୀ ଦରିଦ୍ର ନିର୍ବିଶେଷରେ ସମସ୍ତଙ୍କର ଦକ୍ଷିଣ ହସ୍ତରେ କିଅବା କପାଳରେ ଏକ ସଙ୍କେତ ସ୍ଥାପନ କରିବାକୁ ସେ ଲୋକମାନଙ୍କୁ ବାଧ୍ୟ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ଵାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟିଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ, Viz kapitolaଓଡିଆ ବାଇବେଲ16 ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧିନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ, Viz kapitolaପବିତ୍ର ବାଇବଲ16 ଦ୍ୱିତୀୟ ପଶୁ ସବୁ ଲୋକମାନଙ୍କୁ ବଡ଼ ଓ ସାନ, ଧନୀ ଓ ଗରିବ, ସ୍ୱାଧୀନ ଓ ପରାଧୀନ ନିର୍ବିଶେଷରେ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହାତରେ କିମ୍ବା ସେମାନଙ୍କ କପାଳରେ ଗୋଟିଏ ଚିହ୍ନ ଧାରଣ କରିବା ପାଇଁ ବାଧ୍ୟ କଲା। Viz kapitola |