ପ୍ରକାଶିତ 13:4 - ପବିତ୍ର ବାଇବଲ (CL) NT (BSI)4 ପୁଣି, ସମସ୍ତେ ପଶୁକୁ କ୍ଷମତାପନ୍ନ କରିଥିବା ସର୍ପର ପୂଜା କଲେ। ସେମାନେ ପଶୁକୁ ମଧ୍ୟ ପୂଜା କରି କହିଲେ, “କିଏ ଏହି ପଶୁର ସମକକ୍ଷ ହେବ? କିଏ ତାହା ବିପକ୍ଷରେ ଯୁଦ୍ଧ କରିପାରିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ? Viz kapitolaଓଡିଆ ବାଇବେଲ4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ? Viz kapitolaପବିତ୍ର ବାଇବଲ4 ଲୋକମାନେ ସେହି ସାପକୁ ପୂଜା କଲେ, କାରଣ ସେ ତା'ର କ୍ଷମତା ପଶୁକୁ ଦାନ କରିଦେଇଥିଲା। ଲୋକମାନେ ସେହି ପଶୁକୁ ମଧ୍ୟ ପୂଜା କଲେ। ସେମାନେ କହିଲେ, “ଏହି ପଶୁ ଭଳି ଶକ୍ତିଶାଳୀ କିଏ ଅଛି? ତା’ ବିରୁଦ୍ଧରେ କିଏ ଯୁଦ୍ଧ କରି ପାରିବ?” Viz kapitola |