ପ୍ରକାଶିତ 15:5 - ପବିତ୍ର ବାଇବଲ (CL) NT (BSI)5 ଅନନ୍ତର ସ୍ୱର୍ଗଦ୍ୱାର ଉନ୍ମୁକ୍ତ ହେବାର ମୁଁ ଦେଖିଲି। ସେଥିରେ ଈଶ୍ୱରଙ୍କ ଉପସ୍ଥିତିସୂଚକ ତମ୍ବୁ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଥିଉତ୍ତାରେ ମୁଁ ଦେଖିଲି, ସ୍ଵର୍ଗସ୍ଥ ସାକ୍ଷ୍ୟତମ୍ଵୁର ମନ୍ଦିରର ଦ୍ଵାର ଉନ୍ମୁକ୍ତ ହେଲା, Viz kapitolaଓଡିଆ ବାଇବେଲ5 ଏଥିଉତ୍ତାରେ ମୁଁ ଦେଖିଲି, ସ୍ୱର୍ଗସ୍ଥ ସାକ୍ଷ୍ୟ ତମ୍ବୁର ମନ୍ଦିରର ଦ୍ୱାର ଉନ୍ମୁକ୍ତ ହେଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ମୁଁ ଦେଖିଲି, ମହାପବିତ୍ର ସ୍ଥାନ, ଯେଉଁଥିରେ ସାକ୍ଷ୍ୟର ତମ୍ବୁ ଥିଲା, ସ୍ୱର୍ଗରେ ଉନ୍ମୁକ୍ତ ହେଲା, Viz kapitolaପବିତ୍ର ବାଇବଲ5 ଏହା ପରେ ମୁଁ ସ୍ୱର୍ଗରେ ପରମେଶ୍ୱରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖୋଲା ହେବାବାର ଦେଖିଲି। Viz kapitola |