ପ୍ରକାଶିତ 15:7 - ପବିତ୍ର ବାଇବଲ (CL) NT (BSI)7 ପୂର୍ବୋକ୍ତ ଚାରୋଟି ପ୍ରାଣୀ ମଧ୍ୟରୁ ଜଣେ ଚିରଜୀବୀ ଈଶ୍ୱରଙ୍କ କୋପରେ ପରିପୂର୍ଣ୍ଣ ସାତଟି ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ଵରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ। Viz kapitolaଓଡିଆ ବାଇବେଲ7 ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ୱରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ବରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ7 ତା'ପରେ ଗ୍ଭରି ଜୀବିତ ପ୍ରାଣୀମାନଙ୍କ ମଧ୍ୟରୁ ଜଣେ ପ୍ରାଣୀ ସାତ ଦୂତଙ୍କୁ ସାତୋଟି ସୁବର୍ଣ୍ଣ ପାତ୍ର ଦେଲେ। ସେହି ପାତ୍ର ନିତ୍ୟଜୀବୀ ପରମେଶ୍ୱରଙ୍କର କ୍ରୋଧରେ ପରିପୂର୍ଣ୍ଣ ଥିଲା। Viz kapitola |