ପ୍ରକାଶିତ 16:1 - ପବିତ୍ର ବାଇବଲ (CL) NT (BSI)1 ଏହାପରେ ମୁଁ ଶୁଣିଲି, ମନ୍ଦିରରୁ କେହି ଜଣେ ଚିକ୍ରାର କରି ସେହି ସପ୍ତ ଦୂତଙ୍କୁ କହୁଛନ୍ତି, “ଯାଅ, ସପ୍ତ ପାତ୍ରରେ ଥିବା ଈଶ୍ୱରଙ୍କ କ୍ରୋଧ ପୃଥିବୀ ଉପରେ ଢ଼ାଳି ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ଵର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ଵରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ। Viz kapitolaଓଡିଆ ବାଇବେଲ1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ୱରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ। Viz kapitolaପବିତ୍ର ବାଇବଲ1 ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ୱନି ଶୁଣିଲି। ତାହା ସାତୋଟି ଦୂତଙ୍କୁ କହିଲା, “ଯାଅ, ପରମେଶ୍ୱରଙ୍କ କ୍ରୋଧରେ ପୂର୍ଣ୍ଣ ହୋଇଥିବା ସାତୋଟି ପାତ୍ରକୁ ପୃଥିବୀ ଉପରେ ଢାଳିଦିଅ।” Viz kapitola |