ପ୍ରକାଶିତ 16:3 - ପବିତ୍ର ବାଇବଲ (CL) NT (BSI)3 ତାହାପରେ ଦ୍ୱିତୀୟ ଦୂତ ତାଙ୍କ ପାତ୍ରଟିକୁ ସମୁଦ୍ର ଉପରେ ଅଜାଡ଼ି ଦେଲେ। ସମୁଦ୍ର ଜଳ ମୃତ ବ୍ୟକ୍ତିର ରକ୍ତ ପରି ହୋଇଗଲା ଓ ସମୁଦ୍ରର ସମସ୍ତ ପ୍ରାଣୀ ମରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଦ୍ଵିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ। Viz kapitolaଓଡିଆ ବାଇବେଲ3 ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ। Viz kapitolaପବିତ୍ର ବାଇବଲ3 ଦ୍ୱିତୀୟ ଦୂତ ତାହାଙ୍କ ପାତ୍ରକୁ ସମୁଦ୍ର ଉପରେ ଢାଳି ଦେଲେ। ସେଥିରେ ସମୁଦ୍ର ଜଳ ମୃତ ଲୋକର ରକ୍ତ ପରି ଲାଲ ହୋଇଗଲା। ସମୁଦ୍ରରେ ଥିବା ସମସ୍ତ ଜୀବନ୍ତ ପ୍ରାଣୀ ମରିଗଲେ। Viz kapitola |