ପ୍ରକାଶିତ 17:11 - ପବିତ୍ର ବାଇବଲ (CL) NT (BSI)11 ଏବଂ ଯେଉଁ ପଶୁଟି ଦିନେ ବଞ୍ôଚôଥିଲା, କିନ୍ତୁ ଏବେ ଆଉ ନାହିଁ, ସେ ହେଉଛି ଅଷ୍ଟମ ରାଜା; ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ ଓ ସେ ମଧ୍ୟ ଶୀଘ୍ର ବିନଷ୍ଟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ। Viz kapitolaଓଡିଆ ବାଇବେଲ11 ପୁଣି, ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ। Viz kapitolaପବିତ୍ର ବାଇବଲ11 ଯେଉଁ ପଶୁ କେବେ ଜୀବିତ ଥିଲା, ବର୍ତ୍ତମାନ ନାହିଁ, ସେ ଅଷ୍ଟମ ରାଜା। ସେ ପ୍ରଥମ ସାତ ଜଣ ରାଜାଙ୍କ ମଧ୍ୟରୁ ଜଣେ। ସେ ମଧ୍ୟ ଧ୍ୱଂସ ପାଇବ। Viz kapitola |