ପ୍ରକାଶିତ 18:15 - ପବିତ୍ର ବାଇବଲ (CL) NT (BSI)15 ଯେଉଁ ବ୍ୟବସାୟୀମାନେ ସେହି ନଗରରେ ବାଣିଜ୍ୟ କରି ଧନବାନ ହୋଇଥିଲେ, ସେମାନେ ତାହାର ଦୁଃଖଭୋଗରେ ଅଂଶୀ ହେବାକୁ ଭୟ କରି ବହୁ ଦୂରରେ ଠିଆହୋଇ ରହିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏହିସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ଵାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ, Viz kapitolaଓଡିଆ ବାଇବେଲ15 ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ, Viz kapitolaପବିତ୍ର ବାଇବଲ15 “ବ୍ୟବସାୟୀମାନେ ତା'ର ଦୁଃଖ ଯନ୍ତ୍ରଣା ଦେଖି ଭୟ କରିବେ ଓ ତା'ଠାରୁ ବହୁ ଦୂରରେ ଠିଆ ହେବେ। ସେହି ଲୋକମାନେ ତାହାକୁ ସେହି ମୂଲ୍ୟବାନ୍ ଜିନିଷ ବିକ୍ରିକରି ଧନୀ ହୋଇଥିଲେ। ତେଣୁ ସେମାନେ କାନ୍ଦିବେ ଓ ଦୁଃଖ କରିବେ। Viz kapitola |