ପ୍ରକାଶିତ 18:18 - ପବିତ୍ର ବାଇବଲ (CL) NT (BSI)18 ଓ ଦଗ୍ଧ ହେଉଥିବା ନଗରୀର ଧୂମ ଦେଖି କହିଲେ, “ଏହି ମହାନଗରୀ ପରି ଆଉ କୌଣସି ନଗର ନ ଥିଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ତାହାର ଦାହର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ? Viz kapitolaଓଡିଆ ବାଇବେଲ18 ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ? Viz kapitolaପବିତ୍ର ବାଇବଲ18 ସେମାନେ ତା'ର ଜଳୁଥିବାର ଧୂଆଁ ଦେଖିଲେ। ସେମାନେ ଉଚ୍ଚ ସ୍ୱରରେ କହିଲେ, “ଏହି ମହାନଗରୀ ପରି ଅନ୍ୟ କୌଣସି ନଗରୀ ନାହିଁ।” Viz kapitola |