ପ୍ରକାଶିତ 18:22 - ପବିତ୍ର ବାଇବଲ (CL) NT (BSI)22 କି ବୀଣା, କି କଣ୍ଠସଙ୍ଗୀତ, ବଂଶୀ ବା ତୂରୀଧ୍ୱନି, କେବେ ଆଉ ତୋ’ ମଧ୍ୟରେ ଶୁଣାଯିବ ନାହିଁ। କୌଣସି ଶିଳ୍ପୀ ବା କାରିଗର ତୋ’ ମଧ୍ୟରେ ଆଉ ଦେଖାଯିବେ ନାହିଁ; କିଅବା ଚକି ବେଷିବା ଶବ୍ଦ ଶୁଭିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୂରୀବାଦକ-ମାନଙ୍କର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋʼ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, Viz kapitolaଓଡିଆ ବାଇବେଲ22 ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୁରୀବାଦକ ମାନଙ୍କର ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୂରୀବାଦକମାନଙ୍କର ଶବ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋʼ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, Viz kapitolaପବିତ୍ର ବାଇବଲ22 ତୋ’ଠାରେ କେହିହେଲେ ଆଉ ଲୋକମାନଙ୍କର ବୀଣାର ସଙ୍ଗୀତ ଓ ବଂଶୀ, ତୂରୀ ଭଳି ଅନ୍ୟ ବାଦ୍ୟଯନ୍ତ୍ର ଶୁଣିବେ ନାହିଁ। ତୋ’ଠାରେ କୌଣସି ଶିଳ୍ପର କାରିଗରମାନେ ଆଉ ଦେଖାଯିବେ ନାହିଁ। ତୋ’ଠାରେ ଚକିପେଷାର ଶବ୍ଦ ଆଉ କେବେ ହେଲେ ଶୁଣାଯିବ ନାହିଁ। Viz kapitola |