ପ୍ରକାଶିତ 19:21 - ପବିତ୍ର ବାଇବଲ (CL) NT (BSI)21 ପୁଣି ସେମାନଙ୍କର ସୈନ୍ୟବାହିନୀ ଅଶ୍ୱାରୋହୀ ମୁଖନିସୃତ ଖଡ଼୍ଗ ଦ୍ୱାରା ନିହତ ହେଲେ; ଆକାଶର ପକ୍ଷୀମାନେ ମନଇଚ୍ଛା ସେମାନଙ୍କର ମାଂସ ଖାଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଅବଶିଷ୍ଟ ଲୋକେ ସେହି ଅଶ୍ଵାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ଵାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ। Viz kapitolaଓଡିଆ ବାଇବେଲ21 ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ। Viz kapitolaପବିତ୍ର ବାଇବଲ21 ସେମାନଙ୍କର ସେନାବାହିନୀଗଣ ଅଶ୍ୱାରୋହୀଙ୍କ ମୁଖରୁ ବାହାରିଥିବା ଖଡ଼୍ଗରେ ନିହତ ହେଲେ। ସମସ୍ତ ପକ୍ଷୀଗଣ ସେମାନଙ୍କର ଏହି ଶରୀରଗୁଡ଼ିକୁ ପେଟ ପୁରିବା ପର୍ଯ୍ୟନ୍ତ ଖାଇଲେ। Viz kapitola |