ପ୍ରକାଶିତ 3:11 - ପବିତ୍ର ବାଇବଲ (CL) NT (BSI)11 ମୁଁ ଶୀଘ୍ର ଆସୁଅଛି, ତୁମର ଯାହା ଅଛି, ତାହା ସୁରକ୍ଷା କର, ଯେପରି କେହି ତୁମ ନିକଟରୁ, ତୁମ ବିଜୟ ପୁରସ୍କାର ଅପହରଣ ନ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆମ୍ଭେ ଶୀଘ୍ର ଆସୁଅଛୁନ୍ତ ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ। Viz kapitolaଓଡିଆ ବାଇବେଲ11 ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥି ନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ। Viz kapitolaପବିତ୍ର ବାଇବଲ11 “ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତେବେ କେହି ତୁମ୍ଭର ମୁକୁଟ ହରଣ କରି ପାରିବ ନାହିଁ। Viz kapitola |