ପ୍ରକାଶିତ 4:1 - ପବିତ୍ର ବାଇବଲ (CL) NT (BSI)1 ଏହି ସମୟରେ ମୁଁ ଆଉ ଗୋଟିଏ ଦୃଶ୍ୟ ଦେଖିଲି। ସ୍ୱର୍ଗରେ ଗୋଟିଏ ଦ୍ୱାର ଖୋଲି ଯାଇଥିଲା ଏବଂ ତୂରୀ ଧ୍ୱନି ପରି ଏକ କଣ୍ଠସ୍ୱରରୁ ମୋତେ ନିର୍ଦ୍ଦେଶ ମିଳିଲା; “ଏଠାକୁ ଉଠି ଆସ। ଏହାପରେ ଯାହାସବୁ ଘଟିବାକୁ ଯାଉଛି, ତାହା ମୁଁ ତୁମକୁ ଦେଖାଇବି।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ଦ୍ଵାର ଉନ୍ମୁକ୍ତ; ପୁଣି ତୂରୀଶଦ୍ଦ ସଦୃଶ ମୋʼ ସହିତ କହୁଥିବା ଯେଉଁ ସ୍ଵର ମୁଁ ପୂର୍ବରେ ଶୁଣିଥିଲି, ତାହା କହିଲା, ଏଠାକୁ ଉଠିଆସ ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ। Viz kapitolaଓଡିଆ ବାଇବେଲ1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶଦ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହି ସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।” Viz kapitolaପବିତ୍ର ବାଇବଲ1 ଏହା ପରେ ମୁଁ ଦେଖିଲି, ମୋ’ ସମ୍ମୁଖରେ ସ୍ୱର୍ଗର ଗୋଟିଏ ଦ୍ୱାର ଖୋଲା ହୋଇଅଛି। ମୁଁ ଯେଉଁ ସ୍ୱର ପୂର୍ବରୁ ଶୁଣିଥିଲି, ସେହି ସ୍ୱର ପୁଣି ଶୁଣିଲି। ଏହି ସ୍ୱର ତୂରୀନାଦର ଶବ୍ଦ ପରି ମନେହେଲା। ସେହି ସ୍ୱର କହିଲା, “ଏଠାରୁ ଉପରକୁ ଉଠି ଆସ ଏବଂ ଭବିଷ୍ୟତରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦେଖାଇବି।” Viz kapitola |