ପ୍ରକାଶିତ 5:5 - ପବିତ୍ର ବାଇବଲ (CL) NT (BSI)5 ତା’ପରେ ବୟୋଜ୍ୟେଷ୍ଠ ନେତାମାନଙ୍କ ମଧ୍ୟରୁ ଜଣେ ମୋତେ ଆଶ୍ୱାସନା ଦେଇ କହିଲେ, “କାନ୍ଦ ନାହିଁ, ଦେଖ! ଦାଉଦଙ୍କର ମହାନ ବଂଶଧର, ଯିହୁଦା ଗୋଷ୍ଠୀର ସିଂହ ବିଜୟୀ ହୋଇ ଆସିଛନ୍ତି; ସେ ଏହି ସାତଟିଯାକ ମୋହର ଭାଙ୍ଗି ପାଣ୍ଡୁଲିପି ଖୋଲିବାକୁ ସକ୍ଷମ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୁଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ5 କିନ୍ତୁ ସେହି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, “କାନ୍ଦ ନାହିଁ! ଯିହୂଦା ବଂଶଜାତ ସିଂହ (ଖ୍ରୀଷ୍ଟ) ଏହି କାର୍ଯ୍ୟ କରିବାକୁ ବିଜୟୀ ହୋଇଛନ୍ତି। ସେ ଦାଉଦଙ୍କ ବଂଶଧର। ସେ ଏହି ଚର୍ମପତ୍ର ଓ ଏହାର ସାତୋଟି ମୁଦ୍ରା ଫିଟାଇବାକୁ ସକ୍ଷମ ଅଟନ୍ତି।” Viz kapitola |