ପ୍ରକାଶିତ 6:13 - ପବିତ୍ର ବାଇବଲ (CL) NT (BSI)13 ପ୍ରବଳ ପବନର ଆଘାତରେ ଡ଼ିମିରି ଗଛରୁ କଞ୍ଚା ଫଳ ସବୁ ଝଡ଼ି ପଡ଼ିବା ଭଳି, ନକ୍ଷତ୍ରମାନେ ଆକାଶରୁ ପୃଥିବୀ ଉପରେ ଝଡ଼ି ପଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପ୍ରବଳ ବାୟୁର ଆଘାତରେ ଡିମିରି ବୃକ୍ଷରୁ ଯେପରି ଅପକ୍ଵ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ, Viz kapitolaଓଡିଆ ବାଇବେଲ13 ପ୍ରବଳ ବାୟୁ ଆଘାତରେ ଡିମ୍ବିରି ବୃକ୍ଷରୁ ଯେପରି ଅପକ୍ୱ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପ୍ରବଳ ବାୟୁ ଆଘାତରେ ଡିମ୍ବିରିବୃକ୍ଷରୁ ଯେପରି ଅପକ୍ୱ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ, Viz kapitolaପବିତ୍ର ବାଇବଲ13 ପ୍ରବଳ ଝଡ଼ରେ ଦୋହଲି ଡିମିରିଗଛରୁ ଅପକ୍ୱ ଡିମିରି ଫଳ ଝଡ଼ି ପଡ଼ିଲା ପରି ଆକାଶର ତାରାଗଣ ପୃଥିବୀରେ ଝଡ଼ି ପଡ଼ିଲେ। Viz kapitola |