ପ୍ରକାଶିତ 6:2 - ପବିତ୍ର ବାଇବଲ (CL) NT (BSI)2 ମୁଁ ଚାହିଁ ଦେଖିଲି, ଗୋଟିଏ ଶୁକ୍ଲ ବର୍ଣ୍ଣ ଅଶ୍ୱ, ଅଶ୍ୱାରୋହୀ ହସ୍ତରେ ଧନୁ ଧରିଥିଲେ। ତାଙ୍କୁ ଗୋଟିଏ ମୁକୁଟ ପ୍ରଦତ୍ତ ହେଲା ଓ ସେ ଦିଗ୍ବିଜୟୀ ହେବା ପାଇଁ ବାହାରି ପଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ଵ, ପୁଣି ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦତ୍ତ ଦେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ। Viz kapitolaଓଡିଆ ବାଇବେଲ2 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ। Viz kapitolaପବିତ୍ର ବାଇବଲ2 ସେଥିରେ ମୁଁ ମୋର ସମ୍ମୁଖରେ ଗୋଟିଏ ଧଳା ଘୋଡ଼ା ଦେଖିଲି। ସେହି ଘୋଡ଼ାର ଆରୋହୀଜଣକ ଗୋଟିଏ ଧନୁ ଧରିଥିଲେ। ତାହାଙ୍କୁ ଗୋଟିଏ ମୁକୁଟ ଦିଆଗଲା। ସେ ବିଜୟୀ ହୋଇ ଆହୁରି ଜୟ କରିବାକୁ ବାହାରିଗଲେ। Viz kapitola |