ପ୍ରକାଶିତ 9:10 - ପବିତ୍ର ବାଇବଲ (CL) NT (BSI)10 କଙ୍କଡ଼ାବିଛା ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼ ଥିଲା। ସେହି ଲାଙ୍ଗୁଳରେ ପାଞ୍ଚ ମାସ ଯାଏ ଲୋକଙ୍କୁ ଆଘାତ କରିବା ପାଇଁ ସେମାନେ ଶକ୍ତି ପାଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା। Viz kapitolaଓଡିଆ ବାଇବେଲ10 ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା। Viz kapitolaପବିତ୍ର ବାଇବଲ10 ବିଛାର ନାହୁଡ଼ ଭଳି ସେମାନଙ୍କ ଲାଙ୍ଗୁଡ଼ରେ ନାହୁଡ଼ ଥିଲା। ପାଞ୍ଚମାସ ପର୍ଯ୍ୟନ୍ତ ଲୋକମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ସେମାନଙ୍କୁ ଯେଉଁ କ୍ଷମତା ଦିଆଯାଇଥିଲା, ତାହା ସେମାନଙ୍କ ଲାଙ୍ଗୁଡ଼ରେ ଥିଲା। Viz kapitola |