ପ୍ରକାଶିତ 9:14 - ପବିତ୍ର ବାଇବଲ (CL) NT (BSI)14 ସେହି ସ୍ୱର ଷଷ୍ଠ ଦୂତଙ୍କୁ ନିର୍ଦ୍ଦେଶ ଦେଲେ, “ୟୁଫ୍ରେଟିସ୍ ମହାନଦୀ ନିକଟରେ ବନ୍ଦୀ ହୋଇଥିବା ଚାରିଜଣ ଦୂତଙ୍କୁ ମୁକ୍ତ କରି ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ। Viz kapitolaଓଡିଆ ବାଇବେଲ14 ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ। Viz kapitolaପବିତ୍ର ବାଇବଲ14 ଏହି ସ୍ୱର ତୂରୀ ଧରିଥିବା ଷଷ୍ଠ ଦୂତଙ୍କୁ କହିଲା, “ଫରାତ୍ ମହାନଦୀରେ ବନ୍ଧା ହୋଇ ରହିଥିବା ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ମୁକ୍ତ କରିଦିଅ।” Viz kapitola |