ପ୍ରକାଶିତ 9:6 - ପବିତ୍ର ବାଇବଲ (CL) NT (BSI)6 ସେହି ସମୟ ଭିତରେ ଉତ୍ପୀଡ଼ିତ ଲୋକମାନେ ମୃତ୍ୟୁର ଅନ୍ୱେଷଣ କଲେ, କିନ୍ତୁ ପାଇଲେ ନାହିଁ। ସେମାନେ ମୃତ୍ୟୁ କାମନା କଲେ, ମାତ୍ର ମୃତ୍ୟୁ ସେମାନଙ୍କ ନିକଟରୁ ପଳାୟନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ଵେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ତାହାର ଉଦ୍ଦେଶ୍ୟ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ। Viz kapitolaଓଡିଆ ବାଇବେଲ6 ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ। Viz kapitolaପବିତ୍ର ବାଇବଲ6 ସେହି ସମୟରେ ଲୋକମାନେ ମରଣ ଗ୍ଭହିଁବେ, କିନ୍ତୁ ମରିପାରିବେ ନାହିଁ। ମରଣ ଖୋଜିବା ସତ୍ତ୍ୱେ ମରଣ ସେମାନଙ୍କୁ ମିଳିବ ନାହିଁ। Viz kapitola |