ରୋମୀୟ 1:12 - ପବିତ୍ର ବାଇବଲ (CL) NT (BSI)12 ଏହା ଦ୍ୱାରା ଆମେ ପରସ୍ପରର ବିଶ୍ୱାସକୁ ଦୃଢ଼ କରିପାରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ଵାସ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ। Viz kapitolaଓଡିଆ ବାଇବେଲ12 ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ। Viz kapitolaପବିତ୍ର ବାଇବଲ12 ମୋର କହିବାର ଅର୍ଥ ଏହି ଯେ ଆମ୍ଭେମାନେ ଏକଆରେକକୁ ନିଜ ନିଜର ବିଶ୍ୱାସ ଦ୍ୱାରା ସାହାଯ୍ୟ କରିବା। ତୁମ୍ଭମାନଙ୍କ ବିଶ୍ୱାସ ମୋତେ ଓ ମୋ’ ବିଶ୍ୱାସ ତୁମ୍ଭମାନଙ୍କୁ ସାହାଯ୍ୟ କରିବ। Viz kapitola |