ରୋମୀୟ 1:18 - ପବିତ୍ର ବାଇବଲ (CL) NT (BSI)18 ଯେଉଁ ପାପୀ ଦୁରାଚାରୀ ଲୋକମାନେ ନିଜର ଭ୍ରଷ୍ଟାଚାରଣ ଦ୍ୱାରା ସତ୍ୟର ପ୍ରତିରୋଧ କରନ୍ତି, ସେମାନଙ୍କ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶ ପାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ଵର୍ଗରୁ ଈଶ୍ଵରଙ୍କ କ୍ରୋଧ ପ୍ରକାଶିତ ହେଉଅଛି, Viz kapitolaଓଡିଆ ବାଇବେଲ18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି Viz kapitolaପବିତ୍ର ବାଇବଲ18 ପରମେଶ୍ୱରଙ୍କ କ୍ରୋଧ ସ୍ୱର୍ଗରୁ ପ୍ରକାଶିତ ହୋଇଛି। ଲୋକମାନଙ୍କ ଦ୍ୱାରା ପରମେଶ୍ୱରଙ୍କ ବିରୁଦ୍ଧରେ କରାଯାଇଥିବା ପ୍ରତ୍ୟେକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ୱର କ୍ରୋଧ କରନ୍ତି। ସେମାନଙ୍କ ପାଖରେ ସତ୍ୟ ଅଛି, କିନ୍ତୁ ସେମାନେ ନିଜର ମନ୍ଦ ଜୀବନ ଦ୍ୱାରା ତାହା ଲୁଗ୍ଭନ୍ତି। Viz kapitola |