ରୋମୀୟ 10:16 - ପବିତ୍ର ବାଇବଲ (CL) NT (BSI)16 କିନ୍ତୁ ସମସ୍ତେ ସେହି ସୁସମାଚାର ଗ୍ରହଣ କରି ନାହାନ୍ତି। ସେଥିପାଇଁ ଯିଶାଇୟ ଲେଖିଛନ୍ତି, “ପ୍ରଭୁ, ଆମ ବାର୍ତ୍ତା ଶୁଣି କିଏ ବିଶ୍ୱାସ କରିଛି?” Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, ‘ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ଵାଦ ବିଶ୍ଵାସ କରିଅଛିଣ?ʼ Viz kapitolaଓଡିଆ ବାଇବେଲ16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ । କାରଣ ଯିଶାଇୟ କହନ୍ତି, "ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ?' Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?” Viz kapitolaପବିତ୍ର ବାଇବଲ16 ମାତ୍ର ସମସ୍ତେ ସୁସମାଗ୍ଭରକୁ ଗ୍ରହଣ କରି ନାହାନ୍ତି। ଯିଶାଇୟ କହନ୍ତି: “ହେ ପ୍ରଭୁ, ଆମ୍ଭ ଉପଦେଶ ଗୁଡ଼ିକ କିଏ କ’ଣ ବିଶ୍ୱାସ କଲା?” Viz kapitola |