ରୋମୀୟ 10:6 - ପବିତ୍ର ବାଇବଲ (CL) NT (BSI)6 କିନ୍ତୁ ବିଶ୍ୱାସ ଦ୍ୱାରା ଧାର୍ମିକ ବିବେଚିତ ହେବା ବିଷୟରେ ଶାସ୍ତ୍ରରେ ଲେଖାଅଛି, “କିଏ ସ୍ୱର୍ଗକୁ ଆରୋହଣ କରିବ? (ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ପାଇଁ), ତୁମେ ଏ ପ୍ରଶ୍ନ କରିବା ଅନାବଶ୍ୟକ। Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ବିଶ୍ଵାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, ‘କିଏ ସ୍ଵର୍ଗାରୋହଣ କରିବʼ (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇଆଣିବା ନିମନ୍ତେ)? Viz kapitolaଓଡିଆ ବାଇବେଲ6 କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, "ମନେ ମନେ କୁହ ନାହିଁ, "କିଏ ସ୍ୱର୍ଗାରୋହଣ କରିବ' (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇଆଣିବା ନିମନ୍ତେ) ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, କିଏ ସ୍ୱର୍ଗାରୋହଣ କରିବ (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ନିମନ୍ତେ)?” Viz kapitolaପବିତ୍ର ବାଇବଲ6 କିନ୍ତୁ ବିଶ୍ୱାସ ଦ୍ୱାରା ଧାର୍ମିକ ହେବା ବିଷୟରେ ଶାସ୍ତ୍ର ଏହିପରି କୁହେ: “ନିଜେ ନିଜକୁ ପଗ୍ଭର ନାହିଁ ଯେ ‘ସ୍ୱର୍ଗକୁ କିଏ ଯିବ?’” (ଅର୍ଥାତ୍ “କିଏ ସ୍ୱର୍ଗରୁ ଖ୍ରୀଷ୍ଟଙ୍କୁ ପୃଥିବୀକୁ ଆଣିବ?”) Viz kapitola |