ରୋମୀୟ 11:2 - ପବିତ୍ର ବାଇବଲ (CL) NT (BSI)2 ଈଶ୍ୱର ଆଦ୍ୟରୁ ମନୋନୀତ କରିଥିବା ତାଙ୍କ ଲୋକମାନଙ୍କୁ କେବେହେଲେ ବର୍ଜ୍ଜନ କରିନାହାନ୍ତି। ତୁମ୍ଭେମାନେ ଶାସ୍ତ୍ରରେ ପାଠ କରିଛ, କିପରି ଏଲିୟ ଈଶ୍ୱରଙ୍କ ନିକଟରେ ଇଶ୍ରାଏଲୀୟମାନଙ୍କ ବିରୁଦ୍ଧରେ ଅଭିଯୋଗ କରି କହିଥିଲେ: Viz kapitolaପବିତ୍ର ବାଇବଲ (Re-edited) - (BSI)2 ଈଶ୍ଵର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି। ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ଵରଙ୍କଠାରେ ନିବେଦନ କରନ୍ତି, Viz kapitolaଓଡିଆ ବାଇବେଲ2 ଈଶ୍ୱର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାଁନ୍ତି ଏଲୀୟଙ୍କ ବିବରଣରେ ଶାସ୍ତ୍ର କ'ଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ୱରଙ୍କଠାରେ ନିବେଦନ କରନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଈଶ୍ବର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି; ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ବରଙ୍କଠାରେ ନିବେଦନ କରନ୍ତି, Viz kapitolaପବିତ୍ର ବାଇବଲ2 ସେମାନେ ଜନ୍ମ ହେବା ପୂର୍ବରୁ ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ବାଛିଥିଲେ। ପରମେଶ୍ୱର ସେମାନଙ୍କୁ ତ୍ୟାଗ କରି ନାହାନ୍ତି। ଏଲିୟ ଯେତେବେଳେ ପରମେଶ୍ୱରଙ୍କଠାରେ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟରେ ଶାସ୍ତ୍ର ଯାହା କୁହେ, ତୁମ୍ଭେ ଜାଣିଛ? Viz kapitola |