ରୋମୀୟ 11:3 - ପବିତ୍ର ବାଇବଲ (CL) NT (BSI)3 “ପ୍ରଭୁ, ସେମାନେ ଆପଣଙ୍କର ଭାବବାଦୀମାନଙ୍କୁ ହତ୍ୟା କରିଛନ୍ତି ଓ ଆପଣଙ୍କ ଯଜ୍ଞବେଦିଗୁଡ଼ିକୁ ଭାଙ୍ଗି ନଷ୍ଟ କରି ଦେଇଛନ୍ତି। କେବଳ ମୁଁ ଜଣେ ମାତ୍ର ରକ୍ଷା ପାଇଛି, ମୋତେ ମଧ୍ୟ ମାରି ପକାଇବାକୁ ସେମାନେ ଚେଷ୍ଟା କରୁଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)3 “ପ୍ରଭୋ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ଯଜ୍ଞବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି।” Viz kapitolaଓଡିଆ ବାଇବେଲ3 "ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି ।" Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି।” Viz kapitolaପବିତ୍ର ବାଇବଲ3 ଏଲିୟ କହିଥିଲେ: “ପ୍ରଭୁ, ଲୋକେ ତୁମ୍ଭର ଭବିଷ୍ୟଦ୍ବକ୍ତାଗଣକୁ ବଧ କରିଛନ୍ତି, ଓ ତୁମ୍ଭର ଯଜ୍ଞବେଦୀ ସବୁ ଭାଙ୍ଗିଛନ୍ତି। କେବଳ ମୁଁ ଜଣେ ଭବିଷ୍ୟଦ୍ବକ୍ତା ବଞ୍ଚିଛି, ସେମାନେ ମୋତେ ମଧ୍ୟ ମାରି ଦେବା ପାଇଁ ଚେଷ୍ଟା କରୁଛନ୍ତି।” Viz kapitola |