ରୋମୀୟ 11:6 - ପବିତ୍ର ବାଇବଲ (CL) NT (BSI)6 ଈଶ୍ୱର ସେମାନଙ୍କୁ ମନୋନୀତ କରିଛନ୍ତି ନିଜ ଅନୁଗ୍ରହ ଯୋଗୁଁ। ଯଦି ସେମାନଙ୍କ ସତ୍କର୍ମ ଲାଗି ଈଶ୍ୱର ସେମାନଙ୍କୁ ମନୋନୀତ କରିଥାଆନ୍ତେ, ତାଙ୍କର ଅନୁଗ୍ରହ ପ୍ରକୃତ ଅନୁଗ୍ରହ ହୁଅନ୍ତା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ। Viz kapitolaଓଡିଆ ବାଇବେଲ6 କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ। Viz kapitolaପବିତ୍ର ବାଇବଲ6 ଯଦି ପରମେଶ୍ୱର ଅନୁଗ୍ରହ ହେତୁ ସେମାନଙ୍କୁ ମନୋନୀତ କରିଛନ୍ତି, ତା'ହେଲେ ଲୋକମାନେ ନିଜେ କରିଥିବା କାର୍ଯ୍ୟ ହେତୁ ପରମେଶ୍ୱରଙ୍କ ଲୋକ ହୋଇ ନାହାନ୍ତି। ଯଦି କାର୍ଯ୍ୟ ଦ୍ୱାରା ତାହା ହେଇଥା’ନ୍ତା ତେବେ ଅନୁଗ୍ରହର କ’ଣ ବା ଅର୍ଥ ହେବ? ତା'ହେଲେ କ’ଣ ହେଲା? Viz kapitola |