ରୋମୀୟ 12:16 - ପବିତ୍ର ବାଇବଲ (CL) NT (BSI)16 ସମସ୍ତଙ୍କ ପାଇଁ ସମାନ ଭାବରେ ଦରଦ ପ୍ରକାଶ କର। ଅହଂଭାବ ତ୍ୟାଗ କରି ନମ୍ରଭାବରେ ନଗଣ୍ୟ କାର୍ଯ୍ୟଗୁଡ଼ିକୁ ମଧ୍ୟ ଗ୍ରହଣ କର। ନିଜକୁ ଜ୍ଞାନୀ ମନେକର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। Viz kapitolaଓଡିଆ ବାଇବେଲ16 ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ । ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ। Viz kapitolaପବିତ୍ର ବାଇବଲ16 ନିଜ ଭିତରେ ମିଳିମିଶି ଶାନ୍ତିରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ନୁହନ୍ତି, ସେମାନଙ୍କ ସହିତ ସାଙ୍ଗ ହେବା ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ। Viz kapitola |