ରୋମୀୟ 14:1 - ପବିତ୍ର ବାଇବଲ (CL) NT (BSI)1 ଦୁର୍ବଳ ବିଶ୍ୱାସୀକୁ ମଧ୍ୟ ଗ୍ରହଣ କର, କିନ୍ତୁ ତା’ର ବ୍ୟକ୍ତିଗତ ମତ ବିଷୟରେ ତର୍କ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ବିଶ୍ଵାସରେ ଯେ ଦୁର୍ବଳ, ତାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ଵନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ। Viz kapitolaଓଡିଆ ବାଇବେଲ1 ବିଶ୍ୱାସରେ ଯେ ଦୁର୍ବଳ, ତାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବିଶ୍ୱାସରେ ଯେ ଦୁର୍ବଳ, ତାହାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ। Viz kapitolaପବିତ୍ର ବାଇବଲ1 ଯେଉଁ ଲୋକର ବିଶ୍ୱାସ ଦୁର୍ବଳ, ସେ ଲୋକକୁ ନିଜ ଦଳ ଭିତରେ ଗ୍ରହଣ କରିବା ପାଇଁ ମନା କର ନାହିଁ। ସେହି ଲୋକର ଭିନ୍ନ ମତ ପାଇଁ, ତା’ ସହିତ ଯୁକ୍ତିତର୍କ କର ନାହିଁ। Viz kapitola |