ରୋମୀୟ 14:11 - ପବିତ୍ର ବାଇବଲ (CL) NT (BSI)11 କାରଣ ଯେପରିକି ଶାସ୍ତ୍ରରେ ଲେଖାଅଛି: “ପ୍ରଭୁ କହୁଛନ୍ତି, ଯେହେତୁ ଆମ୍ଭେ ଜୀବିତ ଈଶ୍ୱର, ସମସ୍ତେ ଆମ୍ଭ ସମ୍ମୁଖରେ ଆଣ୍ଠୁ ପାତିବେ। ଆମ୍ଭେ ଈଶ୍ୱର ବୋଲି ସମସ୍ତେ ସ୍ୱୀକାର କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଜାନୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ଵା ଈଶ୍ଵରଙ୍କ ପ୍ରଶଂସା କରିବ।” Viz kapitolaଓଡିଆ ବାଇବେଲ11 ଯେଣୁ ଲେଖା ଅଛି, "ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ୱରଙ୍କ ପ୍ରଶଂସା କରିବ ।" Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ‘ଆମ୍ଭେ ଜୀବିତ ଥିବା ପ୍ରମାଣେ,’ ‘ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ବରଙ୍କ ପ୍ରଶଂସା କରିବ।’” Viz kapitolaପବିତ୍ର ବାଇବଲ11 ଶାସ୍ତ୍ରରେ ଲେଖା ଅଛି: “ପ୍ରଭୁ କହିଛନ୍ତି: ପ୍ରତ୍ୟେକ ଲୋକ ମୋ’ ଆଗରେ ଆଣ୍ଠୁ ମାଡ଼ି ବସିବ। ପ୍ରତ୍ୟେକ ଲୋକ ମୋତେ ପରମେଶ୍ୱର ବୋଲି କହିବ। ମୁଁ ଜୀବିତ ଥିବା ଯେପରି ସତ୍ୟ, ସେହିପରି ଏହା ଘଟିବ।” Viz kapitola |