ରୋମୀୟ 14:19 - ପବିତ୍ର ବାଇବଲ (CL) NT (BSI)19 ତେଣୁ ଆସ, ପରସ୍ପର ମଧ୍ୟରେ ଶାନ୍ତି ପ୍ରତିଷ୍ଠା କରିବାକୁ ଓ ନିଷ୍ଠା ଜନ୍ମାଇବା ପାଇଁ ଯାହା ସବୁ ଆବଶ୍ୟକ, ସେଥିପ୍ରତି ଳକ୍ଷ୍ୟ ରଖିବା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ଵାରା ପରସ୍ପରର ନିଷ୍ଠା ହୁଏ, ସେହିସବୁର ଆମ୍ଭେମାନେ ଅନୁଗମନ କରୁ। Viz kapitolaଓଡିଆ ବାଇବେଲ19 ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ। Viz kapitolaପବିତ୍ର ବାଇବଲ19 ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ଯ୍ୟଗୁଡ଼ିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାଯ୍ୟ ପ୍ରଦାନ କରୁଥିବା କାର୍ଯ୍ୟମାନ କରିବା। Viz kapitola |