ରୋମୀୟ 14:4 - ପବିତ୍ର ବାଇବଲ (CL) NT (BSI)4 ଅନ୍ୟର ଦାସକୁ ବିଚାର କରିବା ପାଇଁ ତୁମେ କିଏ? ସେ ତା’ କାର୍ଯ୍ୟରେ କେତେ ଦୂର ସଫଳ ବା ବିଫଳ ହେଉଛି, ତାହା ତା’ର ମୁନିବ ବିଚାର କରିବେ। ସେ ନିଶ୍ଚୟ ସଫଳ ହେବ, କାରଣ ପ୍ରଭୁ ତାଙ୍କ ଦାସକୁ କୃତକାର୍ଯ୍ୟ କରାଇବା ପାଇଁ ସମର୍ଥ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି। Viz kapitolaଓଡିଆ ବାଇବେଲ4 ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି। Viz kapitolaପବିତ୍ର ବାଇବଲ4 ତୁମ୍ଭେ ଅନ୍ୟ ଲୋକର ଗ୍ଭକରକୁ ବିଗ୍ଭର କର ନାହିଁ। ତାହାର ମାଲିକ କେବଳ ଜାଣିପାରେ ଯେ ଗ୍ଭକରଟି ଭଲ କି ମନ୍ଦ। ଏବଂ ପରମେଶ୍ୱରଙ୍କ ସେବକମାନେ ଯୋଗ୍ୟ, କାରଣ ପରମେଶ୍ୱର ସେମାନଙ୍କୁ ଯୋଗ୍ୟ ବିବେଚିତ କରିଛନ୍ତି। Viz kapitola |